Masthead

ପାଇଖାନା ଟାଙ୍କିରେ ପଶି ୬ ଜଣଙ୍କ ମୃତ୍ୟୁ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଏମ୍. ରାମପୁର ଥାନା ଅନ୍ତର୍ଗତ ଗୌଡ଼ କରଲାଖୁଣ୍ଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ କାଠ ଖୋଲୁଥିବା ସମୟରେ ଶ୍ବାସରୁଦ୍ଧ ହୋଇ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ୬ ଜଣଙ୍କର ପ୍ରାଣହାନି ଘଟିଛି। ଉଦ୍ଧାର ହୋଇଥିବା ଅନ୍ୟ ଜଣେ ବ୍ୟକ୍ତିଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି।

ସ୍ଥାନୀୟ ଲୋକ ଓ ପୋଲିସ ସହାୟତାରେ ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଏମ୍. ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଟାଙ୍କି ଭିତରେ ଜମି ରହିଥିବା ବିଷାକ୍ତ ଗ୍ୟାସ୍ ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ଭାବେ ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ସହ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଆଜିର ମ୍ୟାଚ୍ ରୋହିତଙ୍କୁ କମ୍ ବ୍ୟାକ କରିପାରେ 🔴 ଅଣ୍ଡା ଦର ଏବେ ଆକାଶ ଛୁଆଁ 🔴 ମସ୍କୋ ଉପରେ ୩୭୦ ଡ୍ରୋନ ମାଡ଼ 🔴 ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା 🔴 ୭ ଜିଲ୍ଲାରେ ଭାରି ବର୍ଷା !  🔴 ଆୟୁଷମାନ କାର୍ଡରେ କ୍ୟାନସର ରୋଗୀଙ୍କୁ ମିଳିବ ସୁବିଧା 🔴 ସିଏମଓରୁ ଫାଇଲ ଗାଏବ; କାହିଁକି ସିବିଆଇ-କ୍ରାଇମବ୍ରାଞ୍ଚ ନୁହେଁ, ପାରିବ ତ ପୋଲିସ? 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଆଜିର ମ୍ୟାଚ୍ ରୋହିତଙ୍କୁ କମ୍ ବ୍ୟାକ କରିପାରେ 🔴 ଅଣ୍ଡା ଦର ଏବେ ଆକାଶ ଛୁଆଁ 🔴 ମସ୍କୋ ଉପରେ ୩୭୦ ଡ୍ରୋନ ମାଡ଼ 🔴 ଆଜିଠାରୁ ଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା 🔴 ୭ ଜିଲ୍ଲାରେ ଭାରି ବର୍ଷା !  🔴 ଆୟୁଷମାନ କାର୍ଡରେ କ୍ୟାନସର ରୋଗୀଙ୍କୁ ମିଳିବ ସୁବିଧା 🔴 ସିଏମଓରୁ ଫାଇଲ ଗାଏବ; କାହିଁକି ସିବିଆଇ-କ୍ରାଇମବ୍ରାଞ୍ଚ ନୁହେଁ, ପାରିବ ତ ପୋଲିସ?