ପୁରୀରୁ ଗିରଫ ହେଲେ TMC ବିଧାୟକ

ପୁରୀ (ବଡ଼ ଖବର ବ୍ୟୁରୋ):  ପୁରୀରୁ ଗିରଫ ହେଲେ TMC ବିଧାୟକ। ସ୍ଥାନୀୟ ପୁଲିସର ସହାୟତାରେ ବିଧାୟକ ଦିଲ୍ଲୀପ ମଣ୍ଡଳକୁ ଗିରଫ କରିଛି ପଶ୍ଚିମବଙ୍ଗ STF। ହୋଟେଲ୍ ବ୍ଲୁ ଲିଲିରୁ ଦିଲ୍ଲୀପଙ୍କୁ ବାନ୍ଧିଛି STF। ଦିଲ୍ଲୀପ ମମତା ସରକାରରେ ପରିବହନ ମନ୍ତ୍ରୀ ଥିଲେ। ଦିଲ୍ଲୀପ ମଣ୍ଡଳ କିଛି ସପ୍ତାହ ଧରି ଫେରାର ଥିଲେ। ନନ୍ଦିଗ୍ରାମରେ ମମତାଙ୍କୁ ସହଯୋଗ କରୁଥିବାରୁ ତାଙ୍କୁ ଫସେଇ ଦିଆଯାଇଥିବା ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ଦିଲ୍ଲୀପ।

ନିର୍ବାଚନ ସମୟରେ ବିଜେପି କର୍ମୀଙ୍କୁ ଧମକ ଦେଇଥିବା ମାମଲାରେ ଗିରଫ କରାଯାଇଥିବା କୁହାଯାଉଛି। ଗତକାଲି ରାତି ୧୦ ଟାରେ ହୋଟେଲ ବ୍ଲୁ ଲିଲୀରେ ଚେକ୍ ଇନ୍ କରିଥିଲେ ଦିଲ୍ଲୀପ ମଣ୍ଡଳ। ରୁମ୍ ନମ୍ବର ୨୧୩୨ରେ ଦୁଇ ଜଣ ଚେକ୍ ଇନ୍ କରିଥିଲେ। ଆଜି ସକାଳୁ ପୋଲିସ ଆସି ଚଢାଉ କରିବା ପରେ ତାଙ୍କୁ ଗିରଫ କରାଯାଇଛି। ପୂର୍ବରୁ ଦିଲ୍ଲୀପଙ୍କ ପୁଅ ଅର୍ଘ୍ୟ ମଣ୍ଡଳ ମଧ୍ୟ ଗିରଫ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ