Masthead

ସୌମ୍ୟ ହତ୍ୟା, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍‌ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା। ଘଟଣାସ୍ଥଳରେ ୧୦୮ ପହଞ୍ଚି କଲ୍‌ କରିଥିବା ବ୍ୟକ୍ତିଙ୍କୁ କଲ୍‌ ବ୍ୟାକ୍‌ କରିଥିଲେ। ତେବେ ଦୁର୍ଘଟଣାରେ ଶିକାର ଯୁବତୀ ମେଡିକାଲ ପଳାଇଥିବା ବ୍ୟକ୍ତି ଜଣଙ୍କ କହିଥିଲେ। ସେହି ସମୟରେ ସୌମ୍ୟଙ୍କ ହାତଗୋଡ଼ ବାନ୍ଧି ପଡ଼ିଆରେ ମାଡ଼ ମାରୁଥିଲେ। ତେବେ ସେ ବ୍ୟକ୍ତି କିଏ ଓ କାହିଁକି ଆମ୍ବୁଲାନ୍ସ ଫେରାଇଦେଲେ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଆମ୍ବୁଲାନ୍ସ ଫେରାଇବା ପଛରେ ଷଡ଼ଯନ୍ତ୍ର ଅଛି କି ନାହିଁ ତା’ର ତନାଘନା କରୁଛି ଜାତୀୟ ମାନବାଧିକାର କମିଶନ(NHRC)।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି