Masthead

ଲକ୍ଷାଧିକ ଟଙ୍କାର ବାଣ ଜବତ

ପୁରୀ (ବଡ଼ ଖବର ବ୍ୟୁରୋ) ତ୍ପୁରୀ ଜିଲ୍ଲା ନୟାହାଟ ପୋଲିସ ଚଢ଼ଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି । ଦୁଇଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ଗିରଫ ବ୍ୟବସାୟୀ ଦ୍ୱୟ ହେଲେ ସନ୍ତୋଷ ଓ ସୁବାଶିଷ । ଜବତ ହୋଇଥିବା ବାଣର ମୂଲ୍ୟ ୫ଲକ୍ଷରୁ ଅଧିକ ହେବ ପୋଲିସ ପକ୍ଷରୁ କୁହାଯାଇଛି ।

ଚଳିତ ବର୍ଷ କରୋନା ଲାଗି ଦୀପାବଳିରେ ବାଣ ନ ଫୁଟାଇବାକୁ ସରକାରଙ୍କ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି । ବେଆଇନ ବାଣ ତିଆରି କରାଯାଉଥିବା ପୋଲିସ ଖବର ପାଇବା ପରେ ଚଢ଼ଉ କରିଛି । ଅଗ୍ନିଶମ କର୍ମଚାରୀମାନେ ବାଣଗୁଡିକୁ ପାଣି ପକାଇ ଓଦା କରି ନଷ୍ଟ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାମ୍ନାକୁ ଆସିଲା ସିନ୍ଦୂର ଲୋଗୋର ରଚୟତା 🔴 ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ 🔴 ଜାମୁକୋଳି, ପାଇଖାନା ଗପ..ଏବେ ବୋଥ୍ରାଙ୍କ ମୁହଁରେ ଗୀତା 🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ 🔴 ରାଜ୍ୟସଭା ଯିବେ କମଲ ହାସନ! 🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ସାମ୍ନାକୁ ଆସିଲା ସିନ୍ଦୂର ଲୋଗୋର ରଚୟତା 🔴 ବାହାରିନରେ ଓଡ଼ିଆ ପାଳିଲେ ସାବିତ୍ରୀ ବ୍ରତ 🔴 ଜାମୁକୋଳି, ପାଇଖାନା ଗପ..ଏବେ ବୋଥ୍ରାଙ୍କ ମୁହଁରେ ଗୀତା 🔴 ରୋଲର କୋଷ୍ଟରରେ ଫସିଗଲେ ୩୦ଯାତ୍ରୀ 🔴 ରାଜ୍ୟସଭା ଯିବେ କମଲ ହାସନ! 🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ