Masthead

ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ବାହୀ ଯନ୍ତ୍ରୀ

ବାଲିଗୁଡ଼ା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ବାହୀ ଯନ୍ତ୍ରୀ । ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ।ଏକକାଳୀନ ୯ଟି ସ୍ଥାନରେ ଚାଲିଛି ସର୍ଚ୍ଚ ଅପରେସନ । ଭୁବନେଶ୍ବର ସହ ଯାଜପୁର, ବାରିପଦା ଓ ବାଲିଗୁଡ଼ାରେ ଚାଲିଛି ଯାଞ୍ଚ। ଚଢ଼ାଉରେ ୨ ଅତିରିକ୍ତ SP, ୫ DSP, ୬ଇନ୍ସପେକ୍ଟର ସାମିଲ।

ଖବର ଅନୁଯାୟୀ, ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କର ଭୁବନେଶ୍ଵର ଚନ୍ଦ୍ରଶେଖରପୁର ସ୍ଥିତ ଏକ ଚାରି ମହଲା କୋଠା, ଶୈଳେଶ୍ରୀବିହାର ସ୍ଥିତ ତିନି ମହଲା ଘର, ପଟିଆ ସ୍ଥିତ ଦୁଇ ମହଲା ଘର, ଚନ୍ଦ୍ରଶେଖରପୁର ସ୍ଥିତ ଦୁଇ ମହଲା ଘର, ଧର୍ମଶାଳା ସ୍ଥିତ ପୈତୃକ ଘର, ବାରିପଦା ଟାଉନରେ ଥିବା ସମ୍ପର୍କୀୟଙ୍କ ଘର, ଧର୍ମଶାଳା କଲେଜ ନିକଟରେ ଥିବା ସମ୍ପର୍କୀୟଙ୍କ ଘର, ସହକାରୀ ଯନ୍ତ୍ରୀଙ୍କ ଅଫିସ୍ ଏବଂ ସରକାରୀ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ 🔴 ବିଜେପି ସରକାରକୁ ପୂରିଲା ୨ ବର୍ଷ 🔴 ନୀତି ଆୟୋଗରେ ବଡ଼ ନିଷ୍ପତ୍ତି 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ 🔴 ବିଜେପି ସରକାରକୁ ପୂରିଲା ୨ ବର୍ଷ 🔴 ନୀତି ଆୟୋଗରେ ବଡ଼ ନିଷ୍ପତ୍ତି