Masthead

ଆସାମରେ ବାୟୁସେନା ବିମାନ ଦୁର୍ଘଟଣା ।

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସାମ ଜୋରହାଟରେ ଭୟଙ୍କର ବିମାନ ଦୁର୍ଘଟଣା । ବାୟୁ ସେନା ବିମାନ କ୍ରାସରେ ୫ ଜଣ ଜବାନଙ୍କର ମୃତ୍ୟୁ  ହୋଇଛି । ଆଜି ଆସାମ ଜୋରହଟାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାୟୁସେନାର AN-32  ଏୟାରକ୍ରାଫ୍ଟ । ମୃତକ ମାନଙ୍କମଧ୍ୟରେ ସ୍କ୍ୱାଡ୍ରନ ଲିଡର ପ୍ରଶାନ୍ତ ସିଂହ, ଫ୍ଲାଇଟ୍ ଲେଫ୍ଟେନାଣ୍ଟ ଶୁଭମ କୁମାର, ସର୍ଜେଣ୍ଟ ଜିତେନ୍ଦ୍ର ଶର୍ମା ଓ ଅଗ୍ନିବୀରବାୟୁ ଖେମାରାମ କୁମାଓତ ଓ ଦାନିଶ ଆଲମ ଥିଲେ । ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଛି । ଏୟାରବେସରେ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣା ହୋଇଥିଲା । କେମିତି ଓ କେଉଁ ପରିସ୍ଥିତିରେ ଏୟାରକ୍ରାଫ୍ଟ କ୍ରାସ ହେଲା ? ଏହି ଘଟଣାରେ କୋ-ପାଇଲଟ୍ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ବିମାନଟି ଖଣ୍ଡ ଖଣ୍ଡ ହୋଇଯାଇଛି । କୁହାଯାଉଛି ଏୟାଷ୍ଟ୍ରି ପରେ ଅବତରଣ ନ କରିପାରି ପାଖରେ ଥିବା ଆବୁଡା ଖାବୁଡା ସ୍ଥାନରେ ଅବତରଣ କରିଥିଲା ଏହି କାରଣରୁ ଦୁର୍ଘଟଣା ହୋଇଥିବାର ଆସଙ୍କା କରାଯାଉଛି । ଦୁର୍ଘଟଣାଟି କେଉଁଥି ପାଇଁ ହେଲା ଏନେଇ ବାୟୁସେନା କୋର୍ଟ ଅଫ୍ ଇନକାରୀ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ