Masthead

ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ

ସୋରୋ (ବଡ଼ ଖବର ବ୍ୟୁରୋ): ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ଟ୍ରକ ସହ ତୀର୍ଥଯାତ୍ରୀ ବସ ଦୁର୍ଘଟଣା । ୧୫ରୁ ଅଧିକ ଯାତ୍ରୀ ଆହତ ହେବା ସହିତ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ତାମିଲନାଡୁରୁ ଏକ ତୀର୍ଥଯାତ୍ରୀ ବସ ୫୦ରୁ ଅଧିକ ଲୋକଙ୍କ ନେଇ ଆସୁଥିବା ବେଳେ ଆଜି ସକାଳେ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବିଦୁ ଛକ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ରାସ୍ତା ପାର୍ଶ୍ୱରେ ଡିଭାଇଡର ଧକ୍କା ଦେଇଥିଲା। ଫଳରେ ବସରେ ଥିବା ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ଅନନ୍ତପୁର ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋର ଡ଼ାକ୍ତରଖାନାରେ ଭର୍ତି କରିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି