Masthead

ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କୋଟପାଡ ବ୍ଲକ ଏଇଇ । କୋଟପାଡ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଏଇଇ ସତ୍ୟ ନାରାୟଣ ସେଠୀଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ । କୋଟପାଡ଼ ଏଇଇ ସତ୍ୟ ନାରାୟଣ ସେଠୀଙ୍କ ଜୟପୁର ସ୍ଥିତ ଭଡ଼ା ଘର, ଜଟଣୀ ସ୍ଥିତ ଫ୍ଲାଟ୍, ଡେରାବିଶ ସ୍ଥିତ ପୈତୃକ ଘର, କୋଟପାଡ ସ୍ଥିତ ସରକାରୀ ବାସଭବନ, ଅଫିସ୍ ଚାମ୍ବର, ବୋରିଗୁମା ତହସିଲ ସ୍ଥିତ ୨ଟି ଜମିରେ ଭିଜିଲାନ୍ସ ଚଢାଉ କରିଛି।

ଏକକାଳୀନ ୭ଟି ଠିକଣାରେ ଚଢାଉ । ଭୁବନେଶ୍ୱରରେ ୨ଟି ଫ୍ଲାଟ ଠାବ କରିଛି ଭିଜିଲାନ୍ସ । ବୋରିଗୁମ୍ମାରେ ୨ଟି ଫାର୍ମ ହାଉସ ସହ ୬୦ ଏକର ଜମି ଠାବ । ଏଯାବତ ଜବତ ହେଲାଣି ଅଧ କେଜି ସୁନା, କିଲେ ରୂପା । ୨୨ରୁ ଅଧିକ ଦାମୀ କାଠ ନିର୍ମିତ ମୂର୍ତ୍ତି ଠାବ କରାଯାଇଛି । ରେଡ୍ରେ ୭ ଡିଏସପି,୯ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ୧୧ ଏଏସଆଇଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସାମିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା