Masthead

ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭତ୍ତା ହିତାଧିକାରୀଙ୍କୁ ଆଶ୍ୱସ୍ତି । ହିତାଧିକାରୀଙ୍କୁ ମିଳିଲା ୨ ମାସର ଭତ୍ତା । ଏପ୍ରିଲ ଓ ମେ ମାସର ଭତ୍ତା ପ୍ରଦାନ କରିଛନ୍ତି  ସରକାର । ବକେୟା ୩ମାସ ମଧ୍ୟରୁ ୨ମାସର ଭତ୍ତା ମିଳିଛି ।  ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅଧୀନରେ ମୋଟ ୧୯ ଲକ୍ଷ ୨୨ ହଜାର ୫୨୫ଜଣ ହିତାଧୀକାରୀଙ୍କ ଭିତରୁ ୧୭ଲକ୍ଷ ୬୦ ହଜାର ୪୩୫ଜଣଙ୍କୁ ପୂର୍ବ ମାସର ବକେୟା ଭତ୍ତା ପ୍ରଦାନ କରାଯାଇଛି । ଜୁନ୍ ମାସର ଟଙ୍କା ଖୁବ୍ ଶୀଘ୍ର ମିଳିବ । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଭତ୍ତା ଟଙ୍କା ନ ପାଇ ରାଜ୍ୟର ବିଭିନ୍ନ ସ୍ଥାନରେ ହିତାଧିକାରୀଙ୍କ ଭିତରେ ଅସନ୍ତୋଷ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ୨୨ ବର୍ଷ ବିନା ଦୋଷରେ ଜେଲ 🔴 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ,ଓଡିଶାକୁ ଆସିବ ବଡ ପୁଞ୍ଜି 🔴 ‘ଇରାନ ପରମାଣୁ ଅସ୍ତ୍ର ରଖିପାରିବନି’ 🔴 ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ 🔴 ‘ଦେଶାତ୍ମକ ବୋଧ ସଙ୍ଗୀତକୁ ବି ଛାଡିଲେନି ଗୁରୁଚଣ୍ଡାଳ’ ପୁଣି ପାଠ୍ୟପୁସ୍ତକରେ ତ୍ରୁଟି