Masthead

୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ କଟକ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଅନ୍ୟପକ୍ଷରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଜୁନ୍‌ ୨୫ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା କ୍ରମଶଃ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ସେହିପରି ୨୯ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଓ ଜୁଲାଇ ୨ରୁ ୪ ତାରିଖ ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।ମୌସୁମୀ ବର୍ଷା ସହ କୋହଲା ପାଗ ଯୋଗୁ ରାଜ୍ୟରେ ତାପମାତ୍ରା କମିବା ସହ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ମ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି