Masthead

SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗକୁ ନେଇ SCERT କାର୍ଯ୍ୟାଳୟରେ ତଦନ୍ତ କମିଟି  । ତ୍ରୁଟି କାରଣ ନେଇ ତଦନ୍ତକାରୀ ଟିମ୍‌ର ତନାଘନା  । SCERT ଅଫିସରେ ପହଞ୍ଚି ସମୀକ୍ଷା କରୁଛନ୍ତି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ  । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ମଧ୍ୟ କାର୍ଯ୍ୟାଳୟରେ ଉପସ୍ଥିତ  । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠିତ କମିଟି ଆଜି ସରକାରଙ୍କୁ ତଦନ୍ତ ରିପୋର୍ଟ ପ୍ରଦାନ କରିବେ  । ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ବୁଧବାର ସକାଳୁ SCERT ଅଫିସରେ ପହଁଛିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠିତ ହୋଇଥିବା ତଦନ୍ତ କମିଟି ସଦସ୍ୟ । ଓଡ଼ିଆଭାଷା ସାହିତ୍ୟ ସଂସ୍କୃତି ବିଭାଗ ସଚିବ ବିଜୟ କେତନ ଉପାଧ୍ୟାୟ ଏବଂ ଗଣଶିକ୍ଷା  ସଚିବ ଏନ୍ ତିରୁମଲା  ନାୟକଙ୍କ ସହ ଯୋଜନା ଏବଂ ସଂଯୋଜନା ବିଭାଗ ଅଧିକରୀ ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି । କେଉଁ ପରିସ୍ଥିତିରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲାଙ୍କ ବହିରେ ଏତେ ମାତ୍ରାରେ ତ୍ରୁଟି ରହିଲା, ତାହାର କାରଣ ଖୋଜୁଛି ଖୋଜୁଛନ୍ତି ଟିମ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 IPL ବେଟିଂ, ହୋଟେଲ୍‌ ମାଲିକ ଗିରଫ 🔴 SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ 🔴 ପୁରୀ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା 🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି 🔴 ହାତୀ ଆକ୍ରମଣରେ ବନକର୍ମଚାରୀଙ୍କ ମୃତ୍ୟୁ 🔴 IPL ବେଟିଂ, ହୋଟେଲ୍‌ ମାଲିକ ଗିରଫ 🔴 SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ 🔴 ପୁରୀ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା 🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି 🔴 ହାତୀ ଆକ୍ରମଣରେ ବନକର୍ମଚାରୀଙ୍କ ମୃତ୍ୟୁ