Masthead

ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆକଳନ ଅନୁଯାୟୀ ଜୁଲାଇ ୨ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜୁନ୍‌ ୩୦ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ କରାଯାଇଛି। ଶନିବାର ୧୦ ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଝଡ଼ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବ। ବାକି ସମସ୍ତ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରବିବାର ସମସ୍ତ ଜିଲାରେ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବାବେଳେ କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ବର୍ଷା ପାଇଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ଗୁଳୁଗୁଳି ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ