Masthead

ଭକ୍ତଙ୍କୁ କୋଳେଇ ନେବାକୁ ଆସିଛନ୍ତି ମହାବାହୁ

ପୁରୀ (ବଡ଼ ଖବର ବ୍ୟୁରୋ):  ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି।   ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ ହରିନାମର ଗୁଞ୍ଜନରେ ସମଗ୍ର ପରିବେଶ କମ୍ପିତ ହେଉଛି ।

କାହା ହାତରେ ଘଣ୍ଟ, କାହା ହାତରେ ଶଙ୍ଖ, ଆଉ କାହା ମୁହଁରେ ନିରନ୍ତର “ଜୟ ଜଗନ୍ନାଥ”—ଏଭଳି ଦୃଶ୍ୟ ମନକୁ ଭାବବିହ୍ୱଳ କରିଦେଉଛି । ଲକ୍ଷାଧିକ ଭକ୍ତ ଆଜି କେବଳ ଏକ ଭାବନାରେ ବନ୍ଧା—ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ। କେହି ନିଜ ଦୁଃଖ, କେହି ନିଜ ଚିନ୍ତା ଭୁଲି ଯାଇ କେବଳ ପ୍ରଭୁଙ୍କ ଚକାନୟନରେ ନିଜ ଆତ୍ମାକୁ ସମର୍ପଣ କରିଦେଇଛନ୍ତି । ଏହି ମହାନ ମୁହୂର୍ତ୍ତରେ ବଡ଼ଦାଣ୍ଡର ପ୍ରତ୍ୟେକ କୋଣ ଭକ୍ତିର ସଙ୍ଗୀତରେ ଝଙ୍କାରିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ