Masthead

ହିନ୍ଦୋଳ ରେଞ୍ଜ ବୋମ୍ପାରେ ଦନ୍ତା ହାତୀର ମୃତ ଦେହ ଉଦ୍ଧାର

ଉଦଳା (ବଡ଼ ଖବର ବ୍ୟୁରୋ): ଅକାଳରେ ଚାଲି ଯାଇଛି ଦନ୍ତା ହାତୀର ଜୀବନ। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବାବନ୍ଧ ସେକ୍ସନ ବମ୍ପା ଗ୍ରାମର ଅନ୍ଧାରି ପୀଠ ନିକଟରେ ଏକ ଦନ୍ତା ହାତୀର ମୃତ୍ୟ ଘଟିଛି । ସକାଳୁ ସକାଳୁ ଗ୍ରାମବାସୀ ମାନେ ଅନ୍ଧାରି ମନ୍ଦିର ଆସିବା ବେଳେ ମୃତ ଦନ୍ତା ହାତୀକୁ ଦେଖି ବନ ବିଭାଗକୁ ଜଣାଇଥିଲେ। ତେବେ ଖବର ପାଇ ହିନ୍ଦୋଳ ବନ ବିଭାଗ ଟିମ ଘଟଣାସ୍ଥଳରେ ପହଂଚି ଅଧିକ ତଦନ୍ତ କରୁଛି। ଗତକାଲି ଠାରୁ ହାତୀଟି ମରିଥିବାର ସନ୍ଦେହ କରୁଥିବା ବେଳେ କେଉଁ କାରଣ ପାଇଁ ହାତୀ ମରିଛି ତାହା ସ୍ପଷ୍ଟ ହୋଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ