Masthead

ଭୁବନେଶ୍ୱର କୋର୍ଟକୁ ବୋମା ଧମକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର କୋର୍ଟକୁ ବୋମା ଧମକ। କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ ମିଳିବା ପରେ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି।  କୋର୍ଟ ପରିସରରେ ଭୟର ବାତାବରଣ । ଏହା ମଧ୍ୟରେ କୋର୍ଟରେ ବୋମା ନିଷ୍କ୍ରିୟକାରୀ ଟିମ୍‌ର ଛାନ୍‌ଭିନ୍‌ । କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଯାଞ୍ଚ । ତେବେ ବୋମା ଧମକ ମିଳିବା ପରେ ଫୋର୍ସ ମୁତୟନ ହୋଇଛନ୍ତି । ପୂର୍ବରୁ ମଧ୍ୟ ଭୁବନେଶ୍ବର କୋର୍ଯକୁ ସମାନ ଧମକ ମିଳିସାରିଛି। କିନ୍ତୁ ତଲାସି ବେଳେ କିଛି ମିଳିନଥାଏ। ବରଂ ଗୁଜବ ବୋଲି ଜଣାପଡ଼ିଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି