Masthead

ଚମ୍ପଟ ମାରିଲେ ପୁଲିସ୍ ASI ବାବୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସକୁ ଦେଖି ପୁଲିସ୍ ଫେରାର । ଲାଞ୍ଚ ନେଉଥିଲେ ପୁଲିସ୍ ASI ବାବୁ । ହଠାତ୍ ମାଡି ବସିଥିଲା ଭିଜିଲାନ୍ସ ଟିମ୍ । ବାବୁ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ASI ଅକ୍ଷୟ ସେଠୀ । ସୂଚନା ଅନୁସାରେ, ଅଭିଯୋଗ ହୋଇଥିଲା ଯେ, ଜମି ବିବାଦର ସମାଧାନ ପାଇଁ ୫୦୦୦ ଟଙ୍କା ନେଉଥିବା ବେଳେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ASI ବାବୁ ଜଣକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସକୁ ଦେଖି ବାଇକ୍ ନେଇ ଫେରାର ହୋଇଯାଇଥିଲେ । ଚମ୍ପଟ ମାରଥିବା ଅକ୍ଷୟ ସେଠୀଙ୍କୁ ଧରିବା ପାଇଁ ପୁଲିସ୍ ତଦନ୍ତ ଜାରି ରଖିଥବା ବେଳେ ତାଙ୍କର ଆୟ ବହିର୍ଭୂତ ସଂପତ୍ତି ନେଇ ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା