Masthead

ଆନ୍ଧ୍ରରେ ୨ଜଣଙ୍କର କୋରନାରେ ମୃତ୍ୟୁ , ଓଡିଶାକୁ ହାଇଆର୍ଲଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଡରାଇଲାଣି କୋରନା । ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ ହାଇଆର୍ଲଟ । ଆନ୍ଧ୍ରରେ କୋଭିଡରେ ୨ଜଣଙ୍କର ମୃତ୍ୟୁ ପରେ ସୀମାନ୍ତ ଜିଲ୍ଲାରେ ହାଇଆର୍ଲଟ ଜାରି କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ସୀମାନ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସା ଅଧିକାରି ବା CDMOମାନଙ୍କୁ ସତର୍କ ରହିବା ସହ କୋରନା ରୋଗୀଙ୍କର ତୁରନ୍ତ ଟେଷ୍ଟ କରିବାକୁ ସୂଚନା ଦେଇଛନ୍ତି । ସ୍ୱାସ୍ଥ୍ୟ ଅଧିକାରୀ କହିଛନ୍ତି, ଓଡିଶାରେ ସବୁ ସମୟରେ କୋଭିଡ ସତର୍କତା ଅଛି । ସବୁ ବେଳେ ଟେଷ୍ଟ ହେଉଛି, ରଥଯାତ୍ରା ଆସୁଥିବାରୁ ଲକ୍ଷଣ ଦେଖାଗଲେ କୋଭିଡ ନିୟମ ଅନୁସାରେ ଚିକିତ୍ସା ହେବ ବୋଲି ଜନସ୍ୱାସ୍ଥ୍ୟ ରବିନ୍ଦ୍ରନାଥ ମିଶ୍ର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ