Masthead

୭ ଜିଲ୍ଲାରେ ଭାରି ବର୍ଷା ! 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ୭ ଜିଲ୍ଲାରେ ଭାରି ବର୍ଷା  ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା,  ବରଗଡ଼, ସମ୍ବଲପୁର, କେନ୍ଦୁଝର,  ମୟୂରଭଞ୍ଜ ଓ ନୂଆପଡ଼ାର କିଛି ସ୍ଥାନରେ  ଅଧିକ ବର୍ଷା ହୋଇପାରେ । କିନ୍ତୁ  ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶାରେ ପାଗ  ପ୍ରାୟତଃ ଶୁଖିଲା ରହିପାରେ । ପାଣିପାଗ  ବିଭାଗ ଏଭଳି ପୂର୍ବାନୁମାନ କରିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିଭଳି ଆସନ୍ତାକାଲି ପୂରା ଉପକୂଳ ଓ ଉତ୍ତର ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ତେବେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ବର୍ଷା ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି