Masthead

ରାଜ୍ୟରେ ୨୮ ଯାଏଁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୮ ଯାଏଁ ବର୍ଷା । ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିପାରେ । ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି । ଉତ୍ତର ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ପବନ ହୋଇପାରେ ।

ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅନେକ ଜାଗାରେ ବର୍ଷା ହୋଇଛି । ଭୀଷଣ ବର୍ଷା ନେଇ ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଦକ୍ଷିଣ ଓଡ଼ିଶାକୁ ଛାଡି ବାକି ଜିଲ୍ଲାଗୁଡିକ ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କାଲି ସାଢେ ୮ଟା ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ  ପ୍ରବଳ ବର୍ଷା ନେଇ ୟୋଲୋ ୱାଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି