Masthead

ବସ୍‌କୁ ପିଟିଲା ହାଇୱା

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ଜରପଡା ଥାନା ଜେରେଙ୍ଗ ଗାଁ ଭାଗିରଥିପୁର ଠାରେ ଯାତ୍ରୀ ବାହି ବସକୁ ଧକ୍କା ଦେଲା ହାଇୱା, ୫ ଆହତ। ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କଲା ଜରପଡ଼ା ପୋଲିସ । ଆଜି ସକାଳେ ଛେଣ୍ଡିପଦା ଅଞ୍ଚଳର ମୁଖ୍ୟମନ୍ତ୍ରୀ ବସ ସେବା ବାହାରି ଆଠମଲ୍ଲିକ ଅଞ୍ଚଳକୁ ଯାଉଥିଲା।

ବିଭିନ୍ନ ଛକରୁ ଯାତ୍ରୀମାନଙ୍କୁ ବସ ଯୋଗେ ନେଉଥିଲା । ଭାଗିରଥିପୁର ଛକ ଠାରେ ଯାତ୍ରୀ ଉଠାଇବା ବେଳେ ପଛରୁ ଆସୁଥିବା ଏକ ହାଇୱା ବସକୁ ଧକ୍କା ଦେଇଥିଲା। ଯାହାଫଳରେ ୫ରୁ ଅଧିକ ଆହତ ହୋଇଥିଲେ। ଖବର ପାଇ ଜରପଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଆମ୍ବୁଲାନ୍ସ ଏବଂ ପୋଲିସ ଗାଡି ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଦୁର୍ଘଟଣାର ତଦନ୍ତ କରୁଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି