Masthead

ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମହାପ୍ରଭୁଙ୍କ ସୁନାବେଶ ପାଇଁ ପୁରୀରେ ଅସମ୍ଭାଳ ଭିଡ । ଶ୍ରୀଜିଉଙ୍କ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ବଢିଚାଲିଛି । ଏବେ ଠାରୁ ଟ୍ରାଫିକ୍ ଜାମ୍ ହେବାରେ ଲାଗିଲାଣି । ଏନେଇ ଭୁବନେଶ୍ୱର ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିବା ବେଳେ ପୁରୀ ଟ୍ରାଫିକ କଣ୍ଟ୍ରୋଲ ରୁମ୍ ପକ୍ଷରୁ ସଚେତନ କରାଯାଇଛି । ମାଳତୀ ପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ । ପିପିଲି ନିକଟରୁ ମାଳତୀପାଟପୁର ପର୍ଯ୍ୟନ୍ତ ଗାଡିର ଲମ୍ବା ଲାଇନ ଲାଗିଛି। ମାଳତୀପାଟପୁର ନିକଟରୁ ଗାଡିଗୁଡିକୁ ତାଳ ବଣିଆ ପାର୍କିଂକୁ ପଠାଯାଉଛି । ଟ୍ରାଫିକ ଅଧିକାରୀଙ୍କ ଦ୍ବାରା ଘଣ୍ଟାକରେ ଥରେ ସୋସିଆଲ ମିଡିଆରେ ଆଡଭାଇଜରି ଜାରି କରାଯାଇ ସତର୍କତାର ସହ ଯାତ୍ରା କରିବା ପାଇଁ ସଚେତନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ରଙ୍କ ଇସ୍ତଫା 🔴 ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼ 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ପରୀକ୍ଷା ପେପର ଲିକ୍, ଆସିବ କଠୋର ଆଇନ,‘ଦୋଷୀଙ୍କୁ ୧୦ ବର୍ଷ ଜେଲ୍ ସହ ୧୦ କୋଟି ଜରିମାନା’ 🔴 ନୀଳକନ୍ଦରକୁ ଯିବେ ନୀଳମଣି 🔴 ମୋବଇଲ ପାଇଁ ଏତେ ବଡ଼ ନିଷ୍ପତ୍ତି… 🔴 ଧରାପଡ଼ିଗଲେ ପାଣ୍ଡିଆନ! ଜଣାପଡ଼ିବ ଅସଲ ରୂପ 🔴 ପାଣ୍ଡିଆନଙ୍କ କୋ ଟିମକୁ ପୋଲିସର ସମନ୍, ବନ୍ଧୁ ବାନ୍ଧି ଫସିଗଲେ… 🔴 ମହାପ୍ରଭୁ ଖାଇବେ ପୋଡପିଠା 🔴 ହେଡ୍ କନେଷ୍ଟବଳ ହତ୍ୟା ପରେ ବଡ ଆକ୍ସନ 🔴 କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ରଙ୍କ ଇସ୍ତଫା 🔴 ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼ 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ପରୀକ୍ଷା ପେପର ଲିକ୍, ଆସିବ କଠୋର ଆଇନ,‘ଦୋଷୀଙ୍କୁ ୧୦ ବର୍ଷ ଜେଲ୍ ସହ ୧୦ କୋଟି ଜରିମାନା’ 🔴 ନୀଳକନ୍ଦରକୁ ଯିବେ ନୀଳମଣି 🔴 ମୋବଇଲ ପାଇଁ ଏତେ ବଡ଼ ନିଷ୍ପତ୍ତି… 🔴 ଧରାପଡ଼ିଗଲେ ପାଣ୍ଡିଆନ! ଜଣାପଡ଼ିବ ଅସଲ ରୂପ 🔴 ପାଣ୍ଡିଆନଙ୍କ କୋ ଟିମକୁ ପୋଲିସର ସମନ୍, ବନ୍ଧୁ ବାନ୍ଧି ଫସିଗଲେ… 🔴 ମହାପ୍ରଭୁ ଖାଇବେ ପୋଡପିଠା 🔴 ହେଡ୍ କନେଷ୍ଟବଳ ହତ୍ୟା ପରେ ବଡ ଆକ୍ସନ