ଦୁର୍ଘଟଣା ନେଲା ୨ ଜୀବନ

 

 

ମୟୂରଭଞ୍ଜ( ବଡ ଖବର ବ୍ୟୁରୋ): ମୟୁରଭଂଜ ଜିଲ୍ଲା ଶ୍ୟାମାଖୁଣ୍ଟା ବ୍ଲକ ଅନ୍ତର୍ଗତ କରଞ୍ଜିଆ ଛକ ନିକଟରେ ଦୁର୍ଘଟଣା, ୨ ମୃତ । କରମା ନାଚିବାକୁ ଯିବା ସମୟରେ ଘଟଛି ଦୁର୍ଘଟଣା । ଦାଳଦୁଲ ଓ ଜାମବଣି ଗାଁର ୪ ଜଣ ବାଇକ ଯୋଗେ କରମା ନାଚିବା ପାଇଁ ଉଦଳା ଅଭିମୁଖେ ଯାଉଥିବା ସମୟରେ ଏକ ଧାନ ବୋଝେଇ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଯାହାଦ୍ଵାରା ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହେଇଥିବାବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହେଇଛନ୍ତି । ଖବର ପାଇ ବାରିପଦା ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ କୁ ଜବତ କରିବା ସହିତ ଆହତଙ୍କୁ ପିଆର୍ ଏମ୍ ମେଡିକାଲରେ ଭର୍ତ୍ତି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ