Masthead

କରୋନା କୁ ନା ,ଗହଣା ଦୋକାନରେ ଗହଳି

ଅନୁଗୁଳ(ବଡ ଖବର ବ୍ୟୁରୋ): ଗହଣା କିଣିବା ପାଇଁ ଅନୁଗୁଳ ବଜାରରେ ପ୍ରବଳ ଭିଡ଼ । ଆଜି ଧନତେରାସ୍ ରେ ସୁନା କିଣିବାର ପରମ୍ପରା ରହିଛି । ଏହି ଦିନ ସୁନା ଗହଣା କିଣିଲେ ଘରେ ମାତା ଲକ୍ଷ୍ମୀଙ୍କ ବାସ ସହ ଆର୍ଥିକ ସମସ୍ୟା ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ଅନୁଗୁଳ ବଜାରରେ ଗହଣା ଦୋକାନ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି l ତେବେ ଗହଣା କ୍ରୟ କରିବା ସମୟରେ ସରକାରଙ୍କ କୋଭିଡ୍ ଗାଇଡଲାଇନ୍ ଲୋକେ ମାନୁନଥିବା ଦେଖିବାକୁ ମିଳିଛି । ଗହଣା ପାଇଁ ଗୋଟିଏ ସ୍ଥାନରେ ଅଧିକ ଲୋକ ଜମା ହେଉଥିବାରୁ କରୋନା ସଂକ୍ରମଣ ବୃଦ୍ଧି ହେବାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା