Masthead

ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର

ବାରିପଦା (ବଡ଼ ଖବର ବ୍ୟୁରୋ): ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର । ମୟୂରଭଞ୍ଜ ଜିଲ୍ଲାର ସାରସକଣା ବ୍ଲକ ଅଧିନ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରବାସ ରୁ ୬ ଅନ୍ତେବାସୀ ଫେରାର ହୋଇଛନ୍ତି । ଦଶମ ଶ୍ରେଣୀ ର ୪ଛାତ୍ର ଓ ନବମ ଶ୍ରେଣୀ ର ୨ ଛାତ୍ର ଥିବା ଅଭିଯୋଗ ହୋଇଛି । ଗତକାଲି ରାତିରେ ହଷ୍ଟେଲ ପାଚେରୀ ଡେଇଁ ଫେରାର ହୋଇଥିବା ସୂଚନା ମିଳିଛି । ଯାହାକୁ ନେଇ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଉପରେ ପ୍ରଶ୍ନବାଚି ସୃଷ୍ଟି ହୋଇଛି । ସେପଟେ ବଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ପିଲାମାନେ ଭୁବନେଶ୍ୱର ବସରେ ବସି ଆସିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ