Masthead

ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ । ୨୫ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ଆଗରୁ ବର୍ଷା ପରିମାଣ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ ତାରିଖରେ ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୨୩ ଓ ୨୪ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ ।

ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ, ସକାଳ ସାଢ଼େ ୮ଟା ସୁଦ୍ଧା ପ୍ରବଳ ବର୍ଷା ନେଇ ଚେତାବନୀ ଜାରି। ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ଅରେଞ୍ଜ୍ ୱାର୍ଣ୍ଣିଂ । ଏହା ସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ସହ ବଜ୍ରପାତ ଓ ଝଟକା ପବନର ଆଶଙ୍କା ମଧ୍ୟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା