୨୮ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରକ୍ଷା ବନ୍ଧନରେ ମିଳିବ ସୁଭଦ୍ରା ଟଙ୍କା । ୨୮ ତାରିଖରେ ଆସିବ ସୁଭଦ୍ରାର ପଞ୍ଚମ କିସ୍ତି । ଏନେଇ ସ୍ପଷ୍ଟ ସୂଚନା ଦେଇଛନ୍ତି, ଉପମୁଖ୍ୟ ମନ୍ତ୍ରୀ ପ୍ରଭାତି ପରିଡା । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏଥର ୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ପ୍ରଥମ ଥର ପାଇଁ ସୁଭଦ୍ରା ଟଙ୍କା ପାଇବେ । ଅର୍ଥାତ୍ ଯାଞ୍ଚ ପରେ ଯୋଗ୍ୟ ବିବେଚିତ ହୋଇଥିବା ମହିଳାମାନଙ୍କୁ ଏଥର ସାମିଲ କରାଯାଇଛି ।

ସମସ୍ତ ଯୋଗ୍ୟ ମହିଳା ଯେପରି ବିନା କୌଣସି ଅସୁବିଧାରେ ଏହି ଟଙ୍କା ପାଇପାରିବେ, ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ରକ୍ଷା ବନ୍ଧନରେ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ହିତାଧିକାରୀଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା । ଯେଉଁ ମହିଳାମାନେ ଏହି କିସ୍ତି ପାଇବାକୁ ଯୋଗ୍ୟ, ସେମାନଙ୍କ ଆକାଉଣ୍ଟକୁ ରକ୍ଷାବନ୍ଧନ ଦିନ ସୁଭଦ୍ରା ଟଙ୍କା ପଠାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ