ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ

ରାଉରକେଲା(ବଡ଼ ଖବର ବ୍ୟୁରୋ): ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ । ଶୋଇଥିବା ବେଳେ ସାପ କାମୁଡିଥିବା ସୂଚନା । ରାଉରକେଲା ଲାଠିକଟାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ଭାଇର ବୟସ ୭ବର୍ଷ ହୋଇଥିବା ବେଳେ ଭଉଣୀର ବୟସ ୧୦ବର୍ଷ ବୋଲି ଜଣା ପଡିଛି । ଘରେ ଶୋଇଥିବା ବେଳେ ବିଷଧର ସାପ କାମୁଡି ଥିବା ସୂଚନା ମିଳିଛି । ଘଟଣା ପରେ ପରିବାର ଲୋକେ ଉଭୟଙ୍କୁ ହସ୍ପିଟାଲ୍ ରେ ଭର୍ତ୍ତି କରିଥିଲେ । ଡାକ୍ତରୀ ଚିକିତ୍ସା ସତ୍ତ୍ୱେ ରାଉରକେଲା RGH ମେଡିକାଲରେ ଉଭୟ ଭାଇଭଉଣୀଙ୍କୁ ମୃତ ଘୋଷଣା କରାଯାଇଛି। ଏହି ଦୁଃଖଦ ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଦୁଇ ଶିଶୁଙ୍କ ଅକାଳ ବିୟୋଗରେ ପରିବାରବର୍ଗଙ୍କ ସହ ସ୍ଥାନୀୟ ଲୋକେ ମଧ୍ୟ ଗଭୀର ଭାବେ ମର୍ମାହତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ