ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଏହି ଅଧିବେଶନ ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ। ମୌସୁମୀ ଅଧିବେଶନ ପାଇଁ ମୋଟ ୯ଟି କାର୍ୟ୍ୟ ଦିବସ ରହିଛି। ଏଥି ମଧ୍ୟରୁ ଗୋଟିଏ ଦିନ ଛୁଟି ରହିଥିବା ବେଳେ ଦୁଇ ଦିନ ନୋ-ମିଟିଂ ଡେ’ ରହିଛି । ଅଧିବେଶନରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ବିଲ୍‌ ଓ ରାଜ୍ୟର ସାମ୍ପ୍ରତିକ ସମସ୍ୟାକୁ ନେଇ ଆଲୋଚନା ହେବ। ଏହା ସହ ବିଭିନ୍ନ ବିଭାଗ ସମ୍ପର୍କିତ ପ୍ରଶ୍ନୋତ୍ତର ଓ ସରକାରୀ କାର୍ଯ୍ୟକ୍ରମ ଉପରେ ମଧ୍ୟ ବିଧାନସଭାରେ ଆଲୋଚନା ହେବ। ୯ଟି କାର୍ଯ୍ୟ ଦିବସକୁ ନେଇ ମୌସୁମୀ ଅଧିବେଶନରେ ସରକାର ଓ ବିରୋଧୀ ଦଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ତର୍କ ଓ ଆଲୋଚନା ଦେଖିବାକୁ ମିଳିପାରେ। ଅଧିବେଶନରେ କେଉଁ କେଉଁ ପ୍ରସଙ୍ଗ ପ୍ରମୁଖ ହେବ, ତାହା ଉପରେ ଏବେ ନଜର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ