Masthead

ବର୍ଷ ବର୍ଷ ଧରି ମିଳୁନି ବୀମା ଅର୍ଥ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗ ବ୍ଲକ ପ୍ରାଣୀ ଚିକିତ୍ସାଳୟରେ ଘୋର ଅବ୍ୟାବସ୍ଥା ନେଇ ବଢୁଛି ଅସନ୍ତୋଷ । ଚାଷୀମାନେ ଗୃହପାଳିତ ପ୍ରାଣୀଙ୍କ ପାଇଁ ବୀମା କରିଥିଲେ ବି ସେମାନଙ୍କ ମୃତ୍ୟୁ ପରେ ବୀମା ରାଶି ବର୍ଷ ବର୍ଷ ଧରି ମିଳୁ ନ ଥିବା ଅଭିଯୋଗ ହୋଇଛି । ଫଳରେ ସହାୟତା ପାଇଁ ଲୋକେ ଏହି ଚିକିତ୍ସାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି ।

ନଗରପଞ୍ଚାୟତର ଶଙ୍କର ମଲ୍ଲିକ, ବଡ଼ ନାନପଡ଼ାର ପ୍ରତିମା ବିଶ୍ୱାଳ, ସୁନ୍ଦରର ରେବତୀ ସେନାପତିଙ୍କ ସମେତ ଅନେକ ବ୍ୟକ୍ତି ସେମାନଙ୍କ ଗୃହପାଳିତ ପ୍ରାଣୀଙ୍କ ବାବଦକୁ ବୀମା ଅର୍ଥ ନ ପାଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ବିଷୟରେ ଆମେ ପ୍ରାଣୀ ଚିକିତ୍ସା ଅଧିକାରୀ ଅକ୍ଷୟ ଜେନାଙ୍କୁ ପଚାରିବାରୁ ସେ କହିଲେ, ଆମେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦେଇଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼