Masthead

ଅଧା ରାଜ୍ୟରେ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମଧ୍ୟ ଅଧା ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କଟକ, ଢେଙ୍କାନାଳ ସମେତ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି ଅର୍ଥାତ୍ ୨ ତାରିଖ ପାଇଁ ୧୮ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି । ସେପଟେ ମାସେ ପୂର୍ବରୁ ପୂରଣ ହୋଇଛି ମୌସୁମୀ କୋଟା । ସେପ୍ଟେମ୍ବର ମାସ ସୁଦ୍ଧା ଯେତିକି ବର୍ଷା ହେବାର ଥିଲା ଏହାର ମାସକ ପୂର୍ବରୁ ମୌସୁମୀ ବର୍ଷାର କୋଟା ପୂରଣ ହୋଇଛି । ଅର୍ଥାତ ଅଗଷ୍ଟ ୩୧ ସୁଦ୍ଧା ରାଜ୍ୟରେ ୧୧୫୪.୩ ମିଲିମିଟର ମୌସୁମୀ ବର୍ଷା ରେକର୍ଡ ହୋଇଛି। ଯାହାକି ଜୁନରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ୧୧୫୦.୨ ମିଲିମିଟରକୁ ଅତିକ୍ରମ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ