ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଡି ମାଲିକ ଓ ଚାଳକଙ୍କୁ ବଡ଼ ଆଶ୍ଵସ୍ତି । ପିୟୁସିସି ଜରିମାନା ରାଶି ହ୍ରାସ କଲେ ରାଜ୍ୟ ସରକାର । ୨୦୧୯ ମସିହାରୁ ପ୍ରଦୂଷଣ ନିୟମ ଉଲଂଘନ ପାଇଁ ଧାର୍ଯ୍ୟ ହୋଇଥିବା ୧୦,୦୦୦ ଜରିମାନା ରାଶିକୁ ଏବେ ହ୍ରାସ କରିଛନ୍ତି ସରକାର । PUCC ରେ ରାଜ୍ୟ ସରକାର କଲେ କୋହଳ । ଦୁଇରୁ ତିନି ଚକିଆ ଗାଡ଼ି ପ୍ରଥମ ଥର ପାଇଁ ନିୟମ ଭାଙ୍ଗିଲେ ୧ ହଜାର ଜୋରିମାନା ଧାର୍ଯ୍ୟ ହୋଇଥିବା ବେଳେ ଦିତ୍ଵୀୟ ବାର ନିୟମ ଭାଙ୍ଗିଲେ ୨ ହଜାର ଦେବାକୁ ପଡିବ ।

ସେହିଭଳି ଚାରି ଚାକିଆରୁ ଟ୍ରାକ୍ଟର ଭଳି ଗାଡ଼ି ପାଇଁ ପ୍ରଥମ ଥର ପାଇଁ ୨ ହଜାର ଟଙ୍କା ରହିଥିବା ବେଳେ ଦ୍ୱିତୀୟ ବାର ପାଇଁ ୫ ହଜାର ଦେବାକୁ ପଡିବ । ସେପଟେ ଟ୍ରାନ୍ସପୋର୍ଟ ଗାଡ଼ି ଗୁଡ଼ିକ ନିମନ୍ତେ ୩ ହଜାରୁ ୬ ହଜାର ଜୋରିମାନା ଦେବାକୁ ପଡ଼ିବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ! 🔴 ଦୁଇ ଉପ ମୁଖ୍ୟମନ୍ତ୍ରୀ ଖାଇଲେ ମାତ, ପାରି ହୋଇଗଲେ ମନ୍ତ୍ରୀ 🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ! 🔴 ଦୁଇ ଉପ ମୁଖ୍ୟମନ୍ତ୍ରୀ ଖାଇଲେ ମାତ, ପାରି ହୋଇଗଲେ ମନ୍ତ୍ରୀ 🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା