Masthead

କାଲି ରାତିରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଉପାସରେ ରହିଲେ ଶ୍ରୀଲିଙ୍ଗରାଜ । ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ପୂଜା କରି ନ ପାରି ନିରାଶ ଭକ୍ତ । ପୂଜା ପଣ୍ଡା ଓ ସୁଆର ସେବାୟତଙ୍କ ମଧ୍ୟରେ ବିବାଦ । ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ସେବାକୁ ନେଇ ପୂଜାପଣ୍ଡା ଓ ପତ୍ରି ସେବାୟତଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ପୂଜାପଣ୍ଡା ସେବାୟତଙ୍କ ନୀତିକାନ୍ତି ବନ୍ଦ ରହିଛି। ବଡ଼ସିଂହାର ବେଶ ପରଠାରୁ ପୂଜାପଣ୍ଡା ସେବାୟତମାନେ ନୀତିକାନ୍ତିରୁ ବିରତ ରହିଥିବା ଜଣାପଡ଼ିଛି। ସେବାକୁ ନେଇ ଦୁଇ ସେବାୟତ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଥିବା ବେଳେ ଏହାର ସମାଧାନ ପାଇଁ ମନ୍ଦିର ପ୍ରଶାସନ ଓ ସେବାୟତ ଗୋଷ୍ଠୀ ମଧ୍ୟରେ ଆଜି ଦିନ ୧୦ଟାରେ ବୈଠକ ବସିବ। ନୀତିକାନ୍ତି ବନ୍ଦ ଓ ଆଜିର ବୈଠକ ସମ୍ପର୍କରେ ସଚ୍ଚି ପୂଜାପଣ୍ଡା ସୂଚନା ଦେଇଛନ୍ତି। ବୈଠକରେ ଆଲୋଚନା ପରେ ବିବାଦର ସମାଧାନ ହେବା ନେଇ ଆଶା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ 🔴 କାଲି ରାତିରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଦିଲ୍ଲୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ 🔴 କାଲି ରାତିରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ