Masthead

ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ପ୍ରଶ୍ନକାଳ ଆରମ୍ଭରୁ ହୋହାଲ୍ଲା । MMDR ବିଲ୍ ପ୍ରତ୍ୟାହାର ଦାବିରେ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା । ପ୍ଲାକାର୍ଡ ଧରି ଗୃହ ମଧ୍ୟଭାଗ୍ୟରେ କଂଗ୍ରେସ ସଦସ୍ୟଙ୍କ ନାରାବାଜି । ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ବିଜେଡିର ନାରାବାଜି । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି । ସେପଟେ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ବିଜେଡିର ଜୋରଦାର ବିକ୍ଷୋଭ । ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗର୍ଜିଲା ଯୁବ ଓ ଛାତ୍ର ବିଜେଡି । ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଜୋରଦାର ବିକ୍ଷୋଭ । ବ୍ୟାରିକେଡ୍ ଭାଙ୍ଗି ବିଧାନସଭା ଘେରିବାକୁ ଉଦ୍ୟମ  । ବିକ୍ଷୋଭକାରୀଙ୍କୁ ଅଟକାଇବାକୁ ପୋଲିସର ଉଦ୍ୟମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ