Masthead

ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ । ରୋଷେଇ କାମ ଠାରୁ ଆରମ୍ଭ କରି କାଠ କଟା ଏବଂ ବାସନ ଧୋଇବା କାମରେ ନିୟୋଜିତ କରିଛନ୍ତି ପ୍ରଧାନ ଶିକ୍ଷକ ଓ ହଷ୍ଟେଲ ଦାୟିତ୍ଵରେ ଥିବା କର୍ତ୍ତୃପକ୍ଷ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଦାମାହୁଦା ପଲ୍ଲିଶ୍ରୀ ବାଳିକା ବିଦ୍ୟାଳୟରେ । ଛାତ୍ରୀଙ୍କୁ ରୋଷେଇ, କାଠ କଟା ଓ ବାସନ ଧୋଇବା କାମରେ ନିୟୋଜିତ କରିଛନ୍ତି ଶିକ୍ଷକ ଛାତ୍ରୀମାନେ ।

ଯାହାର ଭିଡିଓ ଏବେ ଭାଇରାଲ ହେଉଥିବା ବେଳେ ପ୍ରଧାନ ଶିକ୍ଷକ ବିଜୟ କୁମାର ମହାନ୍ତ ହଷ୍ଟେଲ ଦାୟିତ୍ଵ ଥିବା ଛତ୍ରପତି ମହାନ୍ତ ଏବଂ ଦୁଇ ଜଣ ରୋଷେଇୟା ରିନା ନାୟକ, ସଙ୍ଗୀତା ହାଁସଦା, ଛାତ୍ରୀମାନଙ୍କୁ ମାନସିକତା ଚାପରେ ରଖିଥିବା ଜଣା ପଡିଛି । ଏଭଳି କାମ ପାଇଁ ଦାୟୀ କିଏ ? ବିଦ୍ୟାଳୟ କର୍ତ୍ତୃପକ୍ଷ ନା ସମ୍ପୃକ୍ତ ବିଭାଗ? ତଦନ୍ତ ପରେ ଜିଲ୍ଲା ପ୍ରଶାସନ କଣ ପଦକ୍ଷେପ ନେଉଛନ୍ତି ତାହାକୁ ଦେଖିବାକୁ ବାକି ରହିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ