ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ

ଯାଜପୁର (ବଡ଼ ଖବର ବ୍ୟୁରୋ): ଗ୍ୟାସ ପାଇପ ଲିକ୍ କାରଣରୁ ଟାଙ୍କି ଫାଟି ଜଣେ ଶିଶୁ କନ୍ୟାର ମୃତ୍ୟୁ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅରାବଳ ଗ୍ରାମର ଅଭିରାମ ମଲିକଙ୍କ ଘରେ ରୋଷେଇ ସମୟରେ ଗ୍ୟାସ ପାଇପ ଲିକ୍ କାରଣରୁ ଅଗ୍ନିକାଣ୍ଡ ଘଟି ପରିବାରରେ ଏକ ଚାରିବର୍ଷର ଶିଶୁକନ୍ୟାର ମୃତୁ ଘଟିଛି । ଏହା ସହିତ ବାପା ମାଆ ଗୁରୁତର ଭାବେ ଆହତ ହୋଇ ପ୍ରଥମେ ଧର୍ମଶାଳା ପରେ ତାଙ୍କୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ସହ କେଉଁ କାରଣରୁ ଘଟଣା ଘଟିଛି ତାହାର ତଦନ୍ତ କରୁଛି । ଶିଶୁକନ୍ୟା ମୃତ୍ୟୁକୁ ନେଇ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ