Masthead

୧୩ରେ ଲଘୁଚାପ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ୧୩ ତାରିଖ ବେଳକୁ ନେଇପାରେ ଲଘୁଚାପର ରୂପ । ସମ୍ଭାବ୍ୟ ଲଘୁଚାପ ପାଇଁ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଦୁର୍ଗାପୂଜାରେ ବାତ୍ୟା କିମ୍ବା ବଡ଼ ବର୍ଷା ସମ୍ଭାବନା ନ ଥିବା ସ୍ପଷ୍ଟ ହୋଇଛି । ଆଇଏମଡିର ଆକଳନ ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନପାରେ ।

୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିୟମିତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ଅଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମର ଗୋଟିଏ କି ଦୁଇଟି ସ୍ତାନରେ ହାଲୁକା ବର୍ଷା ହୋଇପାରେ । ରାଜ୍ୟର ଅନ୍ୟ ସ୍ଥାନ ଗୁଡ଼ିକରେ ପାଗ ଶୁଖିଲା ରହିବ । ୧୩ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା