Masthead

ମତ୍ସ୍ୟଜୀବୀଙ୍କୁ ତାଲିମ୍

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ନୟାଗଡ଼ ବାଘୁଆ ଡ୍ୟାମ ପରିସରରେ ସେଫ୍ରି ଓ ରୋଟାରୀ କ୍ଲବ ତରଫରୁ ମତ୍ସ୍ୟଜୀବୀଙ୍କୁ ପ୍ରୋଛାହନ ଦିଆଯିବା ସହ ଯାଆଁଳ ଚାଷ ବାବଦରେ ତାଲିମ ଦିଆଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ମତ୍ସ୍ୟ ଅନୁସନ୍ଧାନ ସଂସ୍ଥାର ନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ସମେତ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୁତି ଭୂଷଣ କର, ଉତ୍କଳ ସାମ୍ବାଦିକ ସଂଘ ଜିଲ୍ଲା ସଭାପତି ଶ୍ରୀକାନ୍ତ ଖଟେଇ ପ୍ରମୁଖ ଯୋଗଦେଇଥିଲେ । ସ୍ୱାବଲମ୍ବୀ ଭାରତ ଯୋଜନାରେ ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଯାଆଁଳ ଚାଷ କରି ପରିବାର ପୋଷଣ ଦିଗରେ ସରକାରଙ୍କ ଭୂମିକା ବିଷୟରେ ଉପସ୍ଥିତ ଅତିଥିମାନେ ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ