ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ଡ୍ରଗ୍ସ ଜବତ

ଧାମନଗର (ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଧାମନଗର ଥାନା ରାଧାବଲ୍ଲଭପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ଡ୍ରଗ୍ସ ଜବତ। ଘଟଣାରେ ଭଣ୍ଡାରୀପୋଖରୀ ବ୍ଲକ ମଣିନାଥପୁର ଅଞ୍ଚଳର ଗଦାଧର ଥାଟୋଇ ନାମକ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟବସାୟୀଙ୍କୁ ଡ୍ରଗ୍ସ ବିକ୍ରି କରିବା ପାଇଁ ଆସିଥିବା ବେଳେ ଗ୍ରାମବାସୀଙ୍କ ସନ୍ଦେହ ହୋଇଥିଲା।

ଏହାପରେ ଗ୍ରାମବାସୀ ତାଙ୍କୁ ଅଟକ ରଖି ଯାଞ୍ଚ କରିବାରୁ ତାଙ୍କ ନିକଟରୁ ଛୋଟ ଛୋଟ ପୁଡ଼ିଆ ମିଳିଥିବା ଜଣାପଡ଼ିଛି। ତେବେ ଜବତ ଡ୍ରଗ୍ସର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏକ ବାଇକ ମଧ୍ୟ ଜବତ ହୋଇଛି । ଘଟଣାସ୍ଥଳରେ ଧାମନଗର ପୋଲିସ ପହଂଚି ଅଟକ ଯୁବକ ଥାନା କୁ ନେଇଛି । ଏଥିରେ ସ୍ଥାନୀୟ ବ୍ୟବସାୟୀ ସମ୍ପୃକ୍ତି ରହିଛି କି ନାହିଁ ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ବଡ଼ ବାତ୍ୟା! ୨୭ କିମ୍ବା ୨୮ରେ ଆନ୍ଧ୍ର-ଓଡ଼ିଶା ଉପକୂଳରେ ହୋଇପାରେ ମାଡି 🔴 ଲୋକସେବା ଭବନରେ CMଙ୍କ ବଡ଼ ବୈଠକ 🔴 ୨୩ରେ ଲଘୁଚାପ ସମ୍ଭାବନା 🔴 ୫୭ ଦିନ ପରେ ଅଭିଯୁକ୍ତ ପୁଅ ଗିରଫ 🔴 ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ଡ୍ରଗ୍ସ ଜବତ 🔴 ପୀଠରେ ନବମୀ, ମଣ୍ଡପରେ ଅଷ୍ଟମୀ ପର୍ବ ପାଳନ 🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ଆସୁଛି ବଡ଼ ବାତ୍ୟା! ୨୭ କିମ୍ବା ୨୮ରେ ଆନ୍ଧ୍ର-ଓଡ଼ିଶା ଉପକୂଳରେ ହୋଇପାରେ ମାଡି 🔴 ଲୋକସେବା ଭବନରେ CMଙ୍କ ବଡ଼ ବୈଠକ 🔴 ୨୩ରେ ଲଘୁଚାପ ସମ୍ଭାବନା 🔴 ୫୭ ଦିନ ପରେ ଅଭିଯୁକ୍ତ ପୁଅ ଗିରଫ 🔴 ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ଡ୍ରଗ୍ସ ଜବତ 🔴 ପୀଠରେ ନବମୀ, ମଣ୍ଡପରେ ଅଷ୍ଟମୀ ପର୍ବ ପାଳନ 🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ