ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାତ୍ୟା ପ୍ରଭାବରେ ଆନ୍ଧ୍ରର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି । ଓଡ଼ିଶାରେ ତୁହାକୁ ତୁହା ବର୍ଷା। ୬ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର ଓ ଉପକୂଳ ଓଡ଼ିଶାରେ ବର୍ଷା ଓ ପବନ ଲାଗି ରହିଛି । ସେପଟେ ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଛତିଶଗଡ଼ ଯିବ ଅର୍ଣ୍ଣବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ।  ମାଲକାନଗିରି ପାଖାପାଖି ଆସିବା ବେଳକୁ ଆହୁରି ଦୁର୍ବଳ ହେବ ।

ଅନ୍ୟପଟେ ଲଗାଣ ବର୍ଷା ଯୋଗୁ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି। ଏହାକୁ ନେଇ ନଦୀକୂଳିଆ ଅଞ୍ଚଳର ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳର ଚାଷଜମିରେ ଧାନ ପାଚିବା ସହ କେତେକ ସ୍ଥାନରେ ଧାନ ପୁଡ଼ା ଧରୁଥିବା ବେଳେ ବର୍ଷା ଓ ପବନ ଯୋଗୁ ଧାନଫସଲରେ ବ୍ୟାପକ କ୍ଷତି ହେବା ଆଶଙ୍କା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’