୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୨ କିମି ବେଗରେ ଆଗକୁ ବଢୁଛି ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଅବପାତ । ବିଗତ ୬ ଘଣ୍ଟା ଧରି ୨୨ କିମି ବେଗରେ ଆଗକୁ ବଢୁଛି ଅବପାତ  ।  ଚେନ୍ନାଇରୁ ୮୩୦ କିମି, ବିଶଖାପଟ୍ଟନମରୁ ୮୮୦ କିମି ଦୂରରେ ଅବପାତ ।  ଆଜି ବାତ୍ୟା ଓ କାଲି ଭୀଷଣ ବାତ୍ୟାରେ ପରିଣତ ସମ୍ଭାବନା ।  ୩ ତାରିଖ ସକାଳେ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ ବାତ୍ୟା  ।  ନେଲୁର ଏବଂ ନରସାପୁର ମଧ୍ୟରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା  ।  ପବନ ବେଗ ୧୦୦ ରୁ ୧୧୦କିମି, ଝଟକା ପବନ ୧୨୦କିମି ରହିବ  ।

ସେପଟେ  ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ କରାଯାଇଛି ।  ବିଜୁଳି ଘଡ଼ଘଡି ସହ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ।  ୩୦ରୁ ୪୦କିମି ବେଗର ପବନ ସହ ଝଟ୍‌କା ପବନ ୫୦କିମି ରହିବ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାକୁ ୟେଲୋ ଓ୍ବାର୍ଣ୍ଣିଂ କରାଯାଇଛି ।  ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼ ୟେଲୋ ଓ୍ବାର୍ଣ୍ଣିଂକରାଯାଇଛି  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’