ଦୀପାବଳୀ ପରେ ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୀପାବଳି ପରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ। ଏପରି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଭୁବନେଶ୍ଵର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗ ଆଂଶିକ ମେଘୁଆ ରହିବ । ସର୍ବୋଚ୍ଚ ୩୧ ଡିଗ୍ରୀ ସେଲସିୟସ୍ ଓ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗ ଆକଳନ କରିଛି ଯେ, ରବିବାର ଓ ସୋମବାର ପାଗ ଶୁଖିଲା ରହିବ ।

୧୦ ତାରିଖରେ ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୧ ତାରିଖରେ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ଆକଳନ କରାଯାଇଛି । ୧୨ ତାରିଖରେ ବାଲେଶ୍ଵର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୀପାବଳୀ ପରେ ବଢିବ ଶୀତ 🔴 ବାତ୍ୟା ଓ ବନ୍ୟାରେ ପ୍ରଭାବିତ ଗଞ୍ଜାମ ଲୋକଙ୍କ ପାଇଁ ସହାୟତା ଲୋଡ଼ିଲେ ଜିଲ୍ଲାପାଳ 🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ ଆଶଙ୍କା 🔴 ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓଙ୍କ ଘରେ EOW ରେଡ୍ 🔴 ମାଲକାନଗିରିରେ ମହାବଳ ବାଘ 🔴 ଆସିକାବାସୀଙ୍କ ଦୁର୍ଦ୍ଦଶାକୁ ଦ୍ୱିଗୁଣିତ କରିଛି ବନ୍ୟା 🔴 ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା 🔴 ଦୀପାବଳୀ ପରେ ବଢିବ ଶୀତ 🔴 ବାତ୍ୟା ଓ ବନ୍ୟାରେ ପ୍ରଭାବିତ ଗଞ୍ଜାମ ଲୋକଙ୍କ ପାଇଁ ସହାୟତା ଲୋଡ଼ିଲେ ଜିଲ୍ଲାପାଳ 🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ ଆଶଙ୍କା 🔴 ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓଙ୍କ ଘରେ EOW ରେଡ୍ 🔴 ମାଲକାନଗିରିରେ ମହାବଳ ବାଘ 🔴 ଆସିକାବାସୀଙ୍କ ଦୁର୍ଦ୍ଦଶାକୁ ଦ୍ୱିଗୁଣିତ କରିଛି ବନ୍ୟା 🔴 ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା