Masthead

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ରାଜକନିକା (ବଡ଼ ଖବର ବ୍ୟୁରୋ): ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ମୃତକ ହେଲେ ଗିରିଧାରୀ ମଳିକଙ୍କ ପୁଅ ନିର୍ମଳ (୪୯) । ତାଙ୍କ ଘର ରାଜକନିକା ଥାନା କୋଇଲିପୁର ପଞ୍ଚାୟତ ଗଜରାଜପୁର ଗାଁରେ । ଘରୋଇ କଳହକୁ କେନ୍ଦ୍ରକରି ନିର୍ମଳ ଗତ ୯ ତାରିଖରୁ ଘରୁ ପଳାଇ ଯାଇଥିଲେ । ଶୁକ୍ରବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଭିତରକନିକା କନିକା ରେଞ୍ଜ ଅଧୀନ ବ୍ରାହ୍ମଣୀ ନଦୀ ପଠା ଜଙ୍ଗଲ (ଜୟନଗର ଜେଠି ସନ୍ନିକଟ)ରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଜବତ କରିଛି ପୋଲିସ । ସେପଟେ ନିର୍ମଳଙ୍କୁ କେହି ହତ୍ୟା କରି ଟଙ୍ଗାଇ ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା