Masthead

ଚାହାପତି ଭାବି ପିଇଗଲେ ବଗମରା ଔଷଧ

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲାରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ଚାହାପତି ଭାବି ବଗମରା ଔଷଧକୁ ବ୍ୟବହାର କରି ଗୋଟିଏ ପରିବାରର ୫ଜଣ ଗୁରୁତର ଅସୁସ୍ଥ ହୋଇଛନ୍ତି । ଔପଦା ଥାନା ଦୁର୍ଗାପୁର ନୁଆହାଟ ଦୁର୍ଗାପୁର ନୁଆହାଟ ଅଞ୍ଚଳର ବନମାଳି ସିଂଙ୍କୁ ମିଶାଇ ତାଙ୍କ ପରିବାରର ୫ଜଣ ଅସୁସ୍ଥ ହୋଇଛନ୍ତି । ଅସୁସ୍ଥମାନେ ହେଲେ ସବିନ , ପେଟୁ, ଦୁଇଶିଶୁ ରମା ଓ ଟୁବୁ । ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ପଡୋଶୀମାନେ ସେମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ