Masthead

କୋଇଲା ବଗିରେ ନିଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଳଚେରରୁ ବିଶାଖାପାଟଣାକୁ କୋଇଲା ଟ୍ରେନ ବଗିରେ ଅଚାନକ ନିଆଁ ଲାଗିଛି । କୋଇଲା ନେଇ ଟ୍ରେନ ଯାଉଥିବା ସୂଚନା ମିଳିଛି । ଅଗ୍ନିଶମ କର୍ମଚାରୀ ବଡ଼ ଦୃଘଟଣା ପୂର୍ବରୁ ଘଟଣାସ୍ଥଳରେ ପହଞ୍ଚିଥିବାରୁ ଅଳ୍ପେକେ ବର୍ତ୍ତିଯାଇଛି ଟ୍ରେନ । ଏଥିପାଇଁ କୋଟି କୋଟି ଟଙ୍କାର କୋଇଲା ଓ ଟ୍ରେନ ସୁରକ୍ଷିତ ରହିଛି ।

ଶୁକ୍ରବାର ରାତି ସଢ଼େ ୯ଟାରେ ଘଣ୍ଟିଖାଲ ଷ୍ଟେସନ ନିକଟରେ କୋଇଲା ବଗିରୁ ଧୂଆଁ ବାହାରୁଥିବା ଦେଖିବାକୁ ପାଇଥିଲେ।ପରେ ନରାଜ-ମାର୍ଥାପୁର ଷ୍ଟେସନ ମାଷ୍ଟରକୁ ଖବର ଦେଇଥିଲେ । ବାରଙ୍ଗ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ଥିଲା । ନିଅାଁକୁ ଆୟତ କରିବା ଲାଗି ଦେଢ଼ଘଣ୍ଟା ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ