Masthead

ଜଳିଗଲା ତିନି ବଖରା ଘର

କୃଷ୍ଣପ୍ରସାଦ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକ ତିତିପ ଗାଁରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ମହେନ୍ଦ୍ର ବିଶ୍ୱାଳଙ୍କ ତିନି ବଖରା ଘର, ବାଇକ୍ ସହ ଗୋଟିଏ ଗାଈ ଜୀବନ୍ତ ଦଗ୍ଧ । ଏଥିସହ ଦୁଇଟି ବଳଦ, ଗାଈ ବାଛୁରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗାଈ ଗୁହାଳରେ ଦିଆଯାଇଥିବା ଧୂଆଁରୁ ନିଆଁଲାଗିଥିବା ଜଣାପଡିଛି । ଘଟଣାସ୍ଥଳରେ ମାଲୁଦ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛି । ଅଗ୍ନି ବିପନ୍ନଙ୍କ ପରିବାର ପାଖରେ ପ୍ରଶାସନ ପହଞ୍ଚି କ୍ଷୟକ୍ଷତିର ଆକଳନ କରି ସରକାରୀ ସହାୟତା ଯୋଗାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ