Masthead

ମାଙ୍କଡ଼ର ଶବ ସତ୍କାର

ସୋର (ବଡ଼ ଖବର ବ୍ୟୁରୋ): ମାଆ ମାଙ୍କଡର ଶବ ପାଖରେ ବସି ବିକଳ ହୋଇ ମାଆକୁ ଝୁରୁଛି ଛୁଆ ମାଙ୍କଡ । ସିମୁଳିଆ ଥାନା ରୂପେୟା ଗାଁରେ ବିଦ୍ୟୁତ୍ ଆଘାତ ଲାଗି ମାଙ୍କଡଟିର ମୃତ୍ୟୁ ହୋଇଛି । ମାଆ ଶବ ପାଖେ ବସି ଛୁଆ ମାଙ୍କଡ ବିକଳ ହେଉଥିବା ଦେଖି ସ୍ଥାନୀୟ ଲୋକେ ଛୁଆକୁ କୋଳାଇ ନେଇ ମାଆ ମାଙ୍କଡର ଶବ ସତ୍କାର କରିଥିଲେ । ଗ୍ରାମବାସୀ ମାଙ୍କଡର ଯଥାବିଧି ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!