Masthead

ଟ୍ରାଫିକ ପୋଷ୍ଟ ଉପରେ ମାଡ଼ିଗଲା କ୍ରେନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ରାଫିକ ପୋଷ୍ଟ ଉପରେ ମାଡିଗଲା କ୍ରେନ । ରାଜଧାନୀ ଭୁବନେଶ୍ୱର ଶିଶୁଭବନ ଛକରେ ଘଟିଛି ଏଭଳି ଅଘଟଣ । ଅଳ୍ପକେ ବର୍ତ୍ତିଲେ ପୋଲିସ କନେଷ୍ଟବଳ ବିଜୟ କୁମାର ସାହୁ । ଭାରସାମ୍ୟ ହରାଇ କ୍ରେନଟି ଟ୍ରାଫିକ ପୋଷ୍ଟ ଉପରେ ମାଡି ଯାଇଥିବା ସୂଚନା ମିଳୁଛି । ଟ୍ରାଫିକ ପୋଷ୍ଟଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ଯାଇଛି । କିଛି ସମୟ ରାସ୍ତା ଜାମ ମଧ୍ୟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ