ଟ୍ରକ୍-ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ

ବରଗଡ଼ (ବଡ଼ ଖବର ବ୍ୟୁରୋ): ଶନିବାର ସବୁଆଡେ ଦୀପାବଳୀ ପାଇଁ ଉତ୍ସବ ମାହୋଲ ଥିବାବେଳେ ବରଗଡ଼ରେ ଘଟିଛି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା । ରାତି ପ୍ରାୟ ୧୦ ଟା ବେଳେ ଅଟୋ ଓ ମାଲବାହୀ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକମାନେ ବଲାଙ୍ଗୀର ଟାଉନ ଥାନା ବିଭୁତିପଡାର ବୋଲି ପ୍ରାଥମିକ ସୂଚନାରୁ ଜଣାପଡିଛି । ମୃତକମାନେ ବଲାଙ୍ଗୀରରୁ ଏକ ଅଟୋ ଯୋଗେ ବରଗଡ଼ ଅଭିମୁଖେ ଆସୁଥିବା ବେଳେ ବରଗଡ଼ ପଟୁ ଯାଉଥିବା ଏକ ମାଲବୋଝେଇ ଟ୍ରକ ସହ ବରଗଡ଼ ସଦର ଥାନା ସରସରା ଗାଁ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା ସଦର ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବଗୁଡିକୁ ଉଦ୍ଧାର କରିବା ସହ ବରଗଡ଼ ମୁଖ୍ୟଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!