Masthead

ପ୍ରାଚୀନ ପଥର ତଦାରଖ କଲେ ବିଧାୟକ

ପୁଇଁନ୍ତଳା (ବଡ଼ ଖବର ବ୍ୟୁରୋ): ପୁଇଁନ୍ତଳା ଏବଂ ଲୋଇସିଂହା ସୀମାନ୍ତ ସୁକତେଲ ନଦୀ ଗର୍ଭରୁ ବାହାରୁଛି ପ୍ରାଚୀନ ଯୁଗର କଳାକୃତି ପଥର । ଏସମ୍ପର୍କରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ଖବର ପାଇ ନଦୀ ଗର୍ଭକୁ ପରିଦର୍ଶନ କରି ପୁରାତନ ପଥରର ଅନୁଧ୍ୟାନ କରିଛନ୍ତି । ତେବେ ପୁରାତନ ଯୁଗରେ ଏହି ସ୍ଥାନରେ ଏକ ମନ୍ଦିର ରହିଥିଲା ଏବଂ ତାହା ଧୀରେ ଧୀରେ ନଦୀରେ ମିଶି ଯାଇଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ଏହି ଘଟଣାର ଅଧିକ ତଦନ୍ତ କରାଯିବ ବୋଲି ବିଧାୟକ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ନୀଳମଣି ଗଡ଼ତିଆ ନାମକ ଜଣେ ବୃଦ୍ଧା ନଦୀରେ କଳାକୃତି ପଥର କିଛି ଅଂଶ ଦେଖି ସ୍ଥାନୀୟବାସିନ୍ଦାଙ୍କୁ ଜଣାଇଥିଲେ । ସ୍ଥାନୀୟ ଲୋକେ ନଦୀ ଗର୍ଭରେ ଆସି ବାଲିଖୋଳିବାରୁ ପ୍ରାୟ ୫୪ଟି ପ୍ରାଚୀନ ଯୁଗର କଳାକୃତି ପଥର ଉଦ୍ଧାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା