Masthead

ମହାକାଳୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କର ସପ୍ତମାତୃକା ପୂଜା ଆରମ୍ଭ ହୋଇଛି । ସପ୍ତମାତୃକା ବେଶ ୭ଦିନ ଧରି ଚାଲିବ । ପ୍ରତିଦିନ ସାତଟି ଵେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା’ ଭଦ୍ରକାଳୀ। ଆଜି ଦ୍ଵିତୀୟ ଦିନରେ ମହାକାଳୀ ଵେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ମା’ ଭଦ୍ରକାଳୀ ସଵୁଦିନ ଶାନ୍ତ ରୂପେ ଦର୍ଶନ ଦେଉଥିଵା ଵେଳେ ଆଜି ଉଗ୍ରରୂପା ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ଶତ୍ରୁଙ୍କୁ ସଂହାର କରିବା ପାଇଁ ଏହି ଵେଶ ଧାରଣ କରିଥାନ୍ତି ମା’ । ପହଡ ଖୋଲିଵା ପରେ ମା’ଙ୍କର ନୀତିକାନ୍ତି ଆରମ୍ଭ ହୋଇଛି । ଆସନ୍ତାକାଲି ମା’ ରାଜରାଜେଶ୍ଵରୀ ବେଶ ଧାରଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’